Job 31:35 — Compare Translations
5 translations compared side by side
Odia - 1840
"ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ;) ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ କାମନା କରେ ମୋ’ କଥା ଜଣେ କେହି ଶୁଣ। ମୋ’ ପକ୍ଷର କଥା କହିବାକୁ ମୋତେ ଦିଆଯାଉ। ମୁଁ ଗ୍ଭହେଁ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦିଅନ୍ତୁ। ମୁଁ କ’ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଗ୍ଭହେଁ ସେ ତାହା ଲେଖି ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!
Odia IRV 2017 (ଓଡିଆ ବାଇବେଲ)
ଆଃ, କେହି ଯଦି ମୋ’ କଥା ଶୁଣିବାକୁ ଥା’ନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ଵର ମୋତେ ଉତ୍ତର ଦେଉନ୍ତୁ;) ଓ ମୋ’ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!