Job 31:37 — Compare Translations
5 translations compared side by side
Odia - 1840
"ଯଦି ପରମେଶ୍ବର ତାହା କରନ୍ତି, ତବେେ ମୁଁ ଯାହା କରିଛି ସବୁକିଛି ବୁଝାଇ ଦବେି। ଜଣେ ନେତାଭଳି ମାରେ ମୁଣ୍ଡ ଟକେି ମୁଁ ପରମେଶ୍ବରଙ୍କ ପାଖକୁ ଆସିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ତାହା କରନ୍ତି, ତେବେ ମୁଁ ଯାହା କରିଛି ସବୁକିଛି ବୁଝାଇ ଦେବି। ଜଣେ ନେତାଭଳି ମୋର ମୁଣ୍ଡ ଟେକି ମୁଁ ପରମେଶ୍ୱରଙ୍କ ପାଖକୁ ଆସିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।