Job 31:38 — Compare Translations

5 translations compared side by side

Odia - 1840
"ମାରେ ଜମି ମୁଁ କାହାଠାରୁ ଚୋରି କରି ନାହିଁ। ଏହା ଚୋରି କରିଥିବା କଥା କହେି ମାେତେ ଦୋଷ ଦଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ମୋର ଜମି ମୁଁ କାହାଠାରୁ ଗ୍ଭେରି କରି ନାହିଁ। ଏହା ଗ୍ଭେରି କରିଥିବା କଥା କେହି ମୋତେ ଦୋଷ ଦେଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯଦି ମୋ’ ଭୂମି ମୋ’ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;