Job 31:39 — Compare Translations

5 translations compared side by side

Odia - 1840
"ଜମିରୁ ପାଉଥିବା ଖାଦ୍ୟ ପାଇଁ ମୁଁ କୃଷକମାନଙ୍କୁ ସବୁବେଳେ ସମାନଙ୍କେ ପ୍ରାପ୍ଯ ଦଇେଛି। ଜମିର ୟିଏ ମାଲିକ, ତାହାଠାରୁ ଜମି ଛଡ଼ାଇ ନବୋକୁ ମୁଁ କବେେ ଚେଷ୍ଟା କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଜମିରୁ ପାଉଥିବା ଖାଦ୍ୟ ପାଇଁ ମୁଁ କୃଷକମାନଙ୍କୁ ସବୁବେଳେ ସେମାନଙ୍କ ପ୍ରାପ୍ୟ ଦେଇଛି। ଜମିର ଯିଏ ମାଲିକ, ତାହାଠାରୁ ଜମି ଛଡ଼ାଇ ନେବାକୁ ମୁଁ କେବେ ଚେଷ୍ଟା କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;