Job 31:4 — Compare Translations
5 translations compared side by side
Odia - 1840
"ମୁଁ ଯାହାକରେ ବା ପଦକ୍ଷପେ ଗ୍ରହଣ କରେ, ପରମେଶ୍ବର ସେ ସବୁ ଜାଣନ୍ତି ଓ ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହାକରେ ବା ପଦକ୍ଷେପ ଗ୍ରହଣ କରେ, ପରମେଶ୍ୱର ସେ ସବୁ ଜାଣନ୍ତି ଓ ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?