Job 31:40 — Compare Translations
5 translations compared side by side
Odia - 1840
"ଯଦି ମୁଁ କବେେ ବି ସହେିସବୁ ଭୁଲ୍ କାମ କରିଥାଏ, ତବେେ ମାେ ଜମି ରେ ଗହମ ଓ ୟଅ ବଦଳ ରେ କଣ୍ଟା ଓ ବାଳୁଙ୍ଗା ଉଠୁ। ଏବଂ ତା'ପରେ ଆୟୁବର କଥା ସମାପ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ । ଆୟୁବର ବାକ୍ୟ ସମାପ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ କେବେ ବି ସେହିସବୁ ଭୁଲ୍ କାମ କରିଥାଏ, ତେବେ ମୋ’ ଜମିରେ ଗହମ ଓ ଯଅ ବଦଳରେ କଣ୍ଟା ଓ ବାଳୁଙ୍ଗା ଉଠୁ।” ଏବଂ ତା’ପରେ ଆୟୁବର କଥା ସମାପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।” ଆୟୁବଙ୍କ କଥା ସମାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ। ଆୟୁବଙ୍କ କଥା ସମାପ୍ତ ହେଲା।