Job 31:5 — Compare Translations

5 translations compared side by side

Odia - 1840
"ମଁ କବେେ ମିଥ୍ଯା କହି ନାହିଁ କି ଲୋକଙ୍କୁ ଠକି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ କେବେ ମିଥ୍ୟା କହି ନାହିଁ କି ଲୋକଙ୍କୁ ଠକି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;