Job 31:7 — Compare Translations
5 translations compared side by side
Odia - 1840
"ମୁଁ ଯଦି ଠିକ୍ ବାଟରୁ ଆଡ଼ଇେ ୟାଏ, ଯଦି ମାରେଆଖି ହୃଦଯକୁ ଦୁଷ୍ଟତା ଆଡ଼କୁ ଟାଣି ନିଏ, ଯଦି ମାରେ ହାତ ପାପରେ ମଳିନ ହୁଏ। ତବେେ ପରମେଶ୍ବର ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯଦି ଠିକ୍ ବାଟରୁ ଆଡ଼େଇ ଯାଏ, ଯଦି ମୋର ଆଖି ହୃଦୟକୁ ଦୁଷ୍ଟତା ଆଡ଼କୁ ଟାଣି ନିଏ, ଯଦି ମୋର ହାତ ପାପରେ ମଳିନ ହୁଏ। ତେବେ ପରମେଶ୍ୱର ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ’ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋ’ ହସ୍ତରେ କୌଣସି କଳଙ୍କ ଲାଗିଥାଏ;