Job 31:8 — Compare Translations

5 translations compared side by side

Odia - 1840
"ତବେେ ଅନ୍ୟ ଲୋକ ସହେି ଶସ୍ଯ ଖାଇଲେ ତାହା ଠିକ୍ ହବେ, ମୁଁ ତାହା ଲଗାଇଲି ଏବଂ ବଢ଼ିଥିବା ଗଛକୁ ମୁଁ ଉପାଡ଼ି ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଅନ୍ୟ ଲୋକ ସେହି ଶସ୍ୟ ଖାଇଲେ ତାହା ଠିକ୍ ହେବ, ମୁଁ ତାହା ଲଗାଇଲି ଏବଂ ବଢ଼ିଥିବା ଗଛକୁ ମୁଁ ଉପାଡ଼ି ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋ’ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।