Job 31:9 — Compare Translations
5 translations compared side by side
Odia - 1840
"ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ୟ୍ଯ କରିବା ପାଇଁ ତା'ର ଦ୍ବାର ଦେଶ ରେ ଅପେକ୍ଷା କରିଥାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ଯ୍ୟ କରିବା ପାଇଁ ତା’ର ଦ୍ୱାର ଦେଶରେ ଅପେକ୍ଷା କରିଥାଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;