Job 32:11 — Compare Translations

5 translations compared side by side

Odia - 1840
"ଆପଣମାନେ ଯାହା କଥାବାର୍ତ୍ତା ହେଉଥିଲେ ତାହା ମୁଁ ର୍ଧୈୟ୍ଯର ସହ ଶୁଣିଲି। ଆପଣ ଆୟୁବକୁ ଯେଉଁ ଉତ୍ତର ଦେଲେ ତାହା ଶୁଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବାଯାଏ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣମାନେ ଯାହା କଥାବାର୍ତ୍ତା ହେଉଥିଲେ ତାହା ମୁଁ ଧୈର୍ଯ୍ୟର ସହ ଶୁଣିଲି। ଆପଣ ଆୟୁବକୁ ଯେଉଁ ଉତ୍ତର ଦେଲେ ତାହା ଶୁଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି।