Job 32:12 — Compare Translations

5 translations compared side by side

Odia - 1840
"ଆପଣ ଯେଉଁ ଜିନିଷ କହିଲେ ତାହା ସାବଧାନ ହାଇେ ଶୁଣିଲି। ଆପଣମାନଙ୍କ ମଧ୍ଯରୁ ଜଣେ କହେି ଆୟୁବଙ୍କୁ ଭୁଲ୍ ବୋଲି ପ୍ରମାଣ କରିପାରିଲା ନାହିଁ, କିମ୍ବା ତାଙ୍କର ୟୁକ୍ତିର ଉତ୍ତର ଦଇପୋରିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ଯେଉଁ ଜିନିଷ କହିଲେ ତାହା ସାବଧାନ ହୋଇ ଶୁଣିଲି। ଆପଣମାନଙ୍କ ମଧ୍ୟରୁ ଜଣେ କେହି ଆୟୁବଙ୍କୁ ଭୁଲ୍ ବୋଲି ପ୍ରମାଣ କରି ପାରିଲା ନାହିଁ, କିମ୍ବା ତାଙ୍କର ଯୁକ୍ତିର ଉତ୍ତର ଦେଇପାରିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା।