Job 32:13 — Compare Translations

5 translations compared side by side

Odia - 1840
"ଆପଣ ତିନିଜଣ କହିପାରିବେ ନାହିଁ ଯେ ଆପଣମାନେ ଜ୍ଞାନ ଲାଭ କରି ଅଛନ୍ତି। ଆୟୁବର ୟୁକ୍ତିର ଉତ୍ତର ପରମେଶ୍ବର ନିଶ୍ଚଯ ଦବୋ ଉଚିତ୍, ଲୋକମାନେ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ଵର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟନୁହେଁ;
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ତିନି ଜଣ କହିପାରିବେ ନାହିଁ ଯେ ଆପଣମାନେ ଜ୍ଞାନ ଲାଭ କରିଅଛନ୍ତି। ଆୟୁବର ଯୁକ୍ତିର ଉତ୍ତର ପରମେଶ୍ୱର ନିଶ୍ଚୟ ଦେବା ଉଚିତ୍, ଲୋକମାନେ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ୱର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟ ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ୱର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟ ନୁହେଁ;