Job 32:16 — Compare Translations
5 translations compared side by side
Odia - 1840
"ଆୟୁବ ଏହି ଲୋକମାନଙ୍କର ଉତ୍ତରକୁ ମୁଁ ଅପେକ୍ଷା କଲି କିନ୍ତୁ ବର୍ତ୍ତମାନ ସମାନେେ ନୀରବ। ସମାନେେ ତୁମ୍ଭସହ ୟୁକ୍ତି କରିବା ବନ୍ଦ କରି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଏହି ଲୋକମାନଙ୍କର ଉତ୍ତରକୁ ମୁଁ ଅପେକ୍ଷା କଲି କିନ୍ତୁ ବର୍ତ୍ତମାନ ସେମାନେ ନୀରବ। ସେମାନେ ତୁମ୍ଭସହ ଯୁକ୍ତି କରିବା ବନ୍ଦ କରି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?
Odia IRV 2017 (ଓଡିଆ ବାଇବେଲ)
ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?