Job 32:17 — Compare Translations
5 translations compared side by side
Odia - 1840
"ସେଥିପାଇଁ ମୁଁ ବର୍ତ୍ତମାନ ମାରେଉତ୍ତର ଦବେି। ହଁ, ମୁଁ ଯାହା ଚିନ୍ତା କରୁଛି ମୁଁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ବର୍ତ୍ତମାନ ମୋର ଉତ୍ତର ଦେବି। ହଁ, ମୁଁ ଯାହା ଚିନ୍ତା କରୁଛି ମୁଁ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି।