Job 32:18 — Compare Translations

5 translations compared side by side

Odia - 1840
"ମାରେ ବହୁତ କିଛି କହିବାର ଅଛି ଯେ ମୁଁ ପ୍ରାଯତଃ ବିସ୍ଫୋରଣ କରିୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ । ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବହୁତ କିଛି କହିବାର ଅଛି ଯେ, ମୁଁ ପ୍ରାୟତଃ ବିସ୍ଫୋରଣ କରିଯିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।