Job 32:19 — Compare Translations
5 translations compared side by side
Odia - 1840
"ମୁଁ ନୂଆ ଭରା ପାଇଥିବା ଗୋଟିଏ ମଦ ବୋତଲ, ଯାହା ଏପର୍ୟ୍ଯନ୍ତ ଖାେଲା ୟାଇ ନାହିଁ। ମୁଁ ଏକ ନୂଆ ମଦ୍ଯ ଭାଣ୍ଡ ପରି ଯାହା ଫାଟିୟିବା ପାଇଁ ପ୍ରସ୍ତୁତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନୂଆ ଭରା ପାଇଥିବା ଗୋଟିଏ ମଦ ବୋତଲ, ଯାହା ଏପର୍ଯ୍ୟନ୍ତ ଖୋଲା ଯାଇ ନାହିଁ। ମୁଁ ଏକ ନୂଆ ମଦ୍ୟ କୁମ୍ଫା ପରି ଯାହା ଫାଟିଯିବା ପାଇଁ ପ୍ରସ୍ତୁତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୋ’ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।