Job 32:2 — Compare Translations

5 translations compared side by side

Odia - 1840
"କିନ୍ତୁ ସଠାେରେ ଜଣେ ୟୁବକ ଇଲୀହୁ ଉପସ୍ଥିତ ଥିଲା। ସେ ବାରେଖଲର ପୁଅ ଥିଲା। ବାରେଖଲ ବୂଷୀଯ ନାମକ ଜଣେ ବ୍ଯକ୍ତିର ବଂଶଧର ଥିଲା। ଇଲୀହୂ ରାମ୍ ପରିବାରର ଲୋକ ଥିଲା। ଇଲୀହୂ ଆୟୁବ ଉପରେ ରାଗ କରିଥିଲା। କାହିଁକି? କାରଣ ଆୟୁବ ନିଜେ ଠିକ୍ ବୋଲି ଘାଷେଣା କରୁଥିଲା। ଆୟୁବ କହୁଥିଲା ସେ ଠିକ୍ ଏବଂ ପରମେଶ୍ବର ଭୁଲ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାମ୍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ଵଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ଵଳିତ ହେଲା, କାରଣ ସେ ପରମେଶ୍ଵରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେଠାରେ ଜଣେ ଯୁବକ ଇଲୀହୂ ଉପସ୍ଥିତ ଥିଲା। ସେ ବାରେଖଲର ପୁଅ ଥିଲା। ବାରେଖଲ ବୂଷୀୟ ନାମକ ଜଣେ ବ୍ୟକ୍ତିର ବଂଶଧର ଥିଲା। ଇଲୀହୂ ରାମ୍ ପରିବାରର ଲୋକ ଥିଲା। ଇଲୀହୂ ଆୟୁବ ଉପରେ ରାଗ କରିଥିଲା। କାରଣ ଆୟୁବ ନିଜେ ଠିକ୍ ବୋଲି ଘୋଷଣା କରୁଥିଲା। ଆୟୁବ କହୁଥିଲା ସେ ଠିକ୍ ଏବଂ ପରମେଶ୍ୱର ଭୁଲ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା।