Job 32:21 — Compare Translations
5 translations compared side by side
Odia - 1840
"ଅନ୍ୟ ବ୍ଯକ୍ତିମାନଙ୍କୁ ମୁଁ ଯଭେଳି ବ୍ଯବହାର କରେ, ଆୟୁବ ସହିତ ମୁଁ ସଭେଳି ବ୍ଯବହାର କରିବି। ତା'ର ମନଲାଖି କଥା କହିବା ପାଇଁ ମୁଁ ଚେଷ୍ଟା କରିବି ନାହିଁ। ଯାହା ଉଚିତ ତାହା ମୁଁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ବ୍ୟକ୍ତିମାନଙ୍କୁ ମୁଁ ଯେଭଳି ବ୍ୟବହାର କରେ, ଆୟୁବ ସହିତ ମୁଁ ସେଭଳି ବ୍ୟବହାର କରିବି। ତା’ର ମନଲାଖି କଥା କହିବା ପାଇଁ ମୁଁ ଚେଷ୍ଟା କରିବି ନାହିଁ। ଯାହା ଉଚିତ୍ ତାହା ମୁଁ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।