Job 32:3 — Compare Translations

5 translations compared side by side

Odia - 1840
"ଇଲୀହୁ ମଧ୍ଯ ଆୟୁବର ତିନି ବନ୍ଧୁ ଉପରେ ରାଗି ଥିଲା। କାହିଁକି? କାରଣ ଆୟୁବର ତିନିବନ୍ଧୁ ଆୟୁବର ୟୁକ୍ତିର ଉତ୍ତର ଦଇପୋରିଲେ ନାହିଁ। କିନ୍ତୁ ତଥାପି ସମାନେେ ଆୟୁବକୁ ଦୋଷ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ଵଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀହୂ ମଧ୍ୟ ଆୟୁବର ତିନି ବନ୍ଧୁ ଉପରେ ରାଗି ଥିଲା। କାରଣ ଆୟୁବର ତିନିବନ୍ଧୁ ଆୟୁବର ଯୁକ୍ତିର ଉତ୍ତର ଦେଇପାରିଲେ ନାହିଁ। ତଥାପି ସେମାନେ ଆୟୁବକୁ ଦୋଷ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ।