Job 32:5 — Compare Translations
5 translations compared side by side
Odia - 1840
"କିନ୍ତୁ ତା'ପରେ ଇଲୀହୁ ଦେଖିଲା ଆୟୁବର ତିନୋଟି ସାଙ୍ଗଙ୍କର ଅଧିକ କିଛି କହିବାର ନାହିଁ। ତେଣୁ ସେ ରାଗିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ପରେ ଇଲୀହୂ ଦେଖିଲା ଆୟୁବର ତିନୋଟି ସାଙ୍ଗଙ୍କର ଅଧିକ କିଛି କହିବାର ନାହିଁ। ତେଣୁ ସେ ରାଗିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।