Job 32:6 — Compare Translations
5 translations compared side by side
Odia - 1840
"ତା'ପରେ ଇଲୀହୁ କହିବାକୁ ଆରମ୍ଭ କଲା। ସେ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷା; ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀହୂ କହିବାକୁ ଆରମ୍ଭ କଲା। ସେ କହିଲା, “ମୁଁ ଜଣେ ଯୁବକ ମାତ୍ର ଏବଂ ଆପଣମାନେ ବୟସ୍କ ଲୋକ। ସେଥିପାଇଁ ମୁଁ ଯାହା ଚିନ୍ତା କରୁଛି ତାହା ଆପଣଙ୍କୁ କହିବାକୁ ଭୟ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, “ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ।