Job 32:8 — Compare Translations

5 translations compared side by side

Odia - 1840
"କିନ୍ତୁ ମଣିଷ ଭିତ ରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ବାସ ଯାହା ସମାନଙ୍କେୁ ସମସ୍ତ ବୁଝାମଣା ଦଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନଙ୍କ ନିଶ୍ଵାସ ସେମାନଙ୍କୁ ବୁଦ୍ଧି ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମଣିଷ ଭିତରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ୱାସ ଯାହା ସେମାନଙ୍କୁ ସମସ୍ତ ବୁଝାମଣା ଦେଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ଵରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।