Job 33:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ପାଦ ଦୁଇଟିକୁ ଶୃଙ୍ଖଳାବଦ୍ଧ କରନ୍ତି। ମୁଁ ଯାହା କରେ ପରମେଶ୍ବର ତାହା ଲକ୍ଷ୍ଯ କରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ପାଦ ଦୁଇଟିକୁ ଶୃଙ୍ଖଳାବଦ୍ଧ କରନ୍ତି। ମୁଁ ଯାହା କରେ ପରମେଶ୍ୱର ତାହା ଲକ୍ଷ୍ୟ କରନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’
Odia IRV 2017 (ଓଡିଆ ବାଇବେଲ)
ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।