Job 33:12 — Compare Translations

5 translations compared side by side

Odia - 1840
"କିନ୍ତୁ ଆୟୁବ ମୁଁ ତୁମ୍ଭକୁ କହୁଛି, ତୁମ୍ଭେ ସେସବୁ ଭୁଲ୍ କଥା କହିଛ। ପରମେଶ୍ବର ଯେ କୌଣସି ମଣିଷ ଅପେକ୍ଷା ବଡ଼।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ଵର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆୟୁବ ମୁଁ ତୁମ୍ଭକୁ କହୁଛି, ତୁମ୍ଭେ ସେସବୁ ଭୁଲ୍ କଥା କହିଛ। ପରମେଶ୍ୱର ଯେକୌଣସି ମଣିଷ ଅପେକ୍ଷା ବଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।