Job 33:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ପରମେଶ୍ବରଙ୍କ ସହିତ କାହିଁକି ୟୁକ୍ତି କରୁଛ। ସେ ଯାହା କରୁଛନ୍ତି ସେ ସବୁର ହିସାବ ଦିଅନ୍ତି ନାହିଁ, ଏହି କାରଣରୁ କି? ତୁମ୍ଭେ ଭାବୁଛ ପରମେଶ୍ବର ସବୁକଥା ତୁମ୍ଭକୁ ବୁଝାଇ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛଣ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କ ସହିତ କାହିଁକି ଯୁକ୍ତି କରୁଛ। ସେ ଯାହା କରୁଛନ୍ତି ସେ ସବୁର ହିସାବ ଦିଅନ୍ତି ନାହିଁ, ଏହି କାରଣରୁ କି ତୁମ୍ଭେ ଭାବୁଛ ପରମେଶ୍ୱର ସବୁକଥା ତୁମ୍ଭକୁ ବୁଝାଇ କହିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।