Job 33:14 — Compare Translations

5 translations compared side by side

Odia - 1840
"କିନ୍ତୁ ହୁଏତ ପରମେଶ୍ବର ଏପରି ଭାବରେ କହନ୍ତି ଯେ ମନୁଷ୍ଯମାନେ ବୁଝିପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହୁଏତ ପରମେଶ୍ୱର ଏପରି ଭାବରେ କହନ୍ତି ଯେ ମନୁଷ୍ୟମାନେ ବୁଝିପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;