Job 33:15 — Compare Translations

5 translations compared side by side

Odia - 1840
"ପରମେଶ୍ବର ହୁଏତ ଲୋକଙ୍କୁ ସ୍ବପ୍ନ ରେ କହନ୍ତି କିମ୍ବା ରାତି ରେ ଦର୍ଶନ ଦଇେ କହନ୍ତି ଯେତବେେଳେ ସମାନେେ ଗଭୀର ନିଦ୍ରା ୟାଇଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହୁଏତ ଲୋକଙ୍କୁ ସ୍ୱପ୍ନରେ କହନ୍ତି କିମ୍ବା ରାତିରେ ଦର୍ଶନ ଦେଇ କହନ୍ତି ଯେତେବେଳେ ସେମାନେ ଗଭୀର ନିଦ୍ରା ଯାଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
Odia IRV 2017 (ଓଡିଆ ବାଇବେଲ)
ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,