Job 33:16 — Compare Translations
5 translations compared side by side
Odia - 1840
"ତା'ପରେ ସେ ମନୁଷ୍ଯମାନଙ୍କର କାନ ଖାଲିେ ଦିଅନ୍ତି ଏବଂ ସମାନଙ୍କେୁ ଭୟଭୀତ କରାନ୍ତି ସମାନେେ ଯାହା ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମନୁଷ୍ୟମାନଙ୍କର କାନ ଖୋଲି ଦିଅନ୍ତି ଏବଂ ସେମାନଙ୍କୁ ଭୟଭୀତ କରାନ୍ତି ସେମାନେ ଯାହା ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,