Job 33:17 — Compare Translations

5 translations compared side by side

Odia - 1840
"ପରମେଶ୍ବର ଲୋକଙ୍କୁ ମନ୍ଦ କାର୍ୟ୍ଯରୁ ନିବୃତ କରାଇବାକୁ ଚତାବେନୀ ଶୁଣାନ୍ତି ଏବଂ ଲୋକମାନଙ୍କୁ ଗର୍ବ କରିବାରୁ ବନ୍ଦ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ଦ୍ଵାରା ସେ ମନୁଷ୍ୟକୁ ତାହାର ସଙ୍କଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲୋକଙ୍କୁ ମନ୍ଦକାର୍ଯ୍ୟରୁ ନିବୃତ୍ତ କରାଇବାକୁ ଚେତାବନୀ ଶୁଣାନ୍ତି ଏବଂ ଲୋକମାନଙ୍କୁ ଗର୍ବ କରିବାରୁ ବନ୍ଦ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି।