Job 33:18 — Compare Translations
5 translations compared side by side
Odia - 1840
"ପରମେଶ୍ବର ଲୋକମାନଙ୍କୁ ଚତାବେନୀ ଦିଅନ୍ତି ଯାହା ଫଳ ରେ ସେ ତା'ର ପ୍ରାଣକୁ ମୃତ୍ଯୁ ଗର୍ତ୍ତରୁ ରକ୍ଷା କରନ୍ତି। ପରମେଶ୍ବର ଏହା କରନ୍ତି ଖଡ୍ଗ ମୁଖରୁ ଆମ୍ଭକୁ ରକ୍ଷା କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ଼୍ଗାଘାତରୁ ଅଟକାଇ ରଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲୋକମାନଙ୍କୁ ଚେତାବନୀ ଦିଅନ୍ତି ଯାହା ଫଳରେ ସେ ତା’ର ପ୍ରାଣକୁ ମୃତ୍ୟୁ ଗର୍ତ୍ତରୁ ରକ୍ଷା କରନ୍ତି। ଖଡ଼୍ଗ ମୁଖରୁ ଆମ୍ଭକୁ ରକ୍ଷା କରିବା ପାଇଁ ପରମେଶ୍ୱର ଏହା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି।