Job 33:20 — Compare Translations

5 translations compared side by side

Odia - 1840
"ସେ ଏତେ ୟନ୍ତ୍ରଣା ଅନୁଭବ କରେ ଯେ ସେ ଖାଇପା ରେ ନାହିଁ। ସେ ଏପରିକି ସୁସ୍ବାଦୁ ଖାଦ୍ୟକୁ ମଧ୍ଯ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ଵାଦୁ ଭକ୍ଷ୍ୟକୁ ଘୃଣା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏତେ ଯନ୍ତ୍ରଣା ଅନୁଭବ କରେ ଯେ ସେ ଖାଇପାରେ ନାହିଁ। ସେ ଏପରିକି ସୁସ୍ୱାଦୁ ଖାଦ୍ୟକୁ ମଧ୍ୟ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।