Job 33:21 — Compare Translations
5 translations compared side by side
Odia - 1840
"ତା'ର ଶରୀର ଦୁର୍ବଳ ହାଇୟୋଏ। ସେ କ୍ରମେ କ୍ଷୀଣ ହାଇୟୋଏ। ତା'ର ହାଡ଼ସବୁ ପଦାକୁ ଦଖାୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଶରୀର ଦୁର୍ବଳ ହୋଇଯାଏ। ସେ କ୍ରମେ କ୍ଷୀଣ ହୋଇଯାଏ। ତା’ର ହାଡ଼ସବୁ ପଦାକୁ ଦେଖାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।