Job 33:22 — Compare Translations

5 translations compared side by side

Odia - 1840
"ସହେି ଲୋକ ମୃତ୍ଯୁର ଦ୍ବାର ଦେଶ ରେ ପହଞ୍ଚି ୟାଏ। ତା'ର ଜୀବନ ମୃତ୍ଯୁର ନିକଟ ହାଇେ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାରକର ସନ୍ନିକଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ମୃତ୍ୟୁର ଦ୍ୱାର ଦେଶରେ ପହଞ୍ଚି ଯାଏ। ତା’ର ଜୀବନ ମୃତ୍ୟୁର ନିକଟ ହୋଇ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାରକର ସନ୍ନିକଟ ହୁଏ।