Job 33:23 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ହଜାରେ ଦୂତ ଅଛନ୍ତି। ସହେି ଦୂତମାନଙ୍କ ମଧ୍ଯରୁ ଜଣେ ହୁଏତ ସହେି ବ୍ଯକ୍ତି ପ୍ରତି ଦୃଷ୍ଟି ରଖିଥାଏ। ସହେି ଦୂତ ହୁଏତ ସହେି ଲୋକ କରିଥିବା ଭଲ କାର୍ୟ୍ଯଗୁଡ଼ିକୁ ସେ କହିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ହଜାରେ ଦୂତ ଅଛନ୍ତି। ସେହି ଦୂତମାନଙ୍କ ମଧ୍ୟରୁ ଜଣେ ହୁଏତ ସେହି ବ୍ୟକ୍ତି ପ୍ରତି ଦୃଷ୍ଟି ରଖିଥାଏ। ସେହି ଦୂତ ହୁଏତ ସେହି ଲୋକ କରିଥିବା ଭଲ କାର୍ଯ୍ୟଗୁଡ଼ିକୁ ସେ କହିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;