Job 33:24 — Compare Translations
5 translations compared side by side
Odia - 1840
"ହୁଏତ ସହେି ଦୂତ ସହେି ଲୋକକୁ କୃପା କରିବେ ଏବଂ ତା' ତରଫରୁ ପରମେଶ୍ବରଙ୍କୁ କହି ପାରନ୍ତି, ' ସହେି ଲୋକ କବରକୁ ୟିବା ପାଇଁ ରକ୍ଷା ପାଉ' ମୁଁ କ୍ଷତି ପୂରଣ ପାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ-ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହୁଏତ ସେହି ଦୂତ ସେହି ଲୋକକୁ କୃପା କରିବେ ଏବଂ ତା’ ତରଫରୁ ପରମେଶ୍ୱରଙ୍କୁ କହି ପାରନ୍ତି, ‘ସେହି ଲୋକ କବରକୁ ଯିବା ପାଇଁ ରକ୍ଷା ପାଉ’ ମୁଁ କ୍ଷତି ପୂରଣ ପାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ତାହାକୁ କୃପା କରି କହିବେ, ‘ଗର୍ତ୍ତଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।