Job 33:25 — Compare Translations

5 translations compared side by side

Odia - 1840
"ସହେି ଲୋକର ଶରୀର ପୁଣି ସତଜେ ହବେ ଓ ସେ ପୁଣି ସୁସ୍ଥ ସବଳ ହାଇଯେିବ। ସେ ଯଭେଳି ୟୁବକ ଥିଲା ପୁଣି ସହେିଭଳି ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନଦିନ ପୁନର୍ବାର ପାଇବ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକର ଶରୀର ପୁଣି ସତେଜ ହେବ ଓ ସେ ପୁଣି ସୁସ୍ଥ ସବଳ ହୋଇଯିବ। ସେ ଯେଭଳି ଯୁବକ ଥିଲା ପୁଣି ସେହିଭଳି ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;’
Odia IRV 2017 (ଓଡିଆ ବାଇବେଲ)
ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;