Job 33:26 — Compare Translations

5 translations compared side by side

Odia - 1840
"ସହେି ଲୋକ ପରମେଶ୍ବରଙ୍କୁ ପ୍ରାର୍ଥନା କରିବ ଓ ପରମେଶ୍ବର ମଧ୍ଯ ତା' ପ୍ରତି ପ୍ରସନ୍ନ ହବେେ। ତା'ପରେ ସେ ପରମେଶ୍ବରଙ୍କର ମୁଖ ଦେଖିବ ଓ ଆନନ୍ଦ ରେ ଚିତ୍କାର କରି ଉଠିବ, ଯେତବେେଳେ ସେ ମନୁଷ୍ଯଙ୍କୁ ତା'ର ଯଥାର୍ଥ ଅବସ୍ଥା ଫରୋଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବ ଓ ପରମେଶ୍ୱର ମଧ୍ୟ ତା’ ପ୍ରତି ପ୍ରସନ୍ନ ହେବେ। ତା’ପରେ ସେ ପରମେଶ୍ୱରଙ୍କର ମୁଖ ଦେଖିବ ଓ ଆନନ୍ଦରେ ଚିତ୍କାର କରି ଉଠିବ, ଯେତେବେଳେ ସେ ମନୁଷ୍ୟଙ୍କୁ ତା’ର ଯଥାର୍ଥ ଅବସ୍ଥା ଫେରାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।