Job 33:27 — Compare Translations

5 translations compared side by side

Odia - 1840
"ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ବ୍ୟକ୍ତି ସମସ୍ତଙ୍କ ସମ୍ମୁଖରେ ସ୍ୱୀକାର କରି କହିବ, ‘ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦରେ ପରିଣତ କରିଛି। କିନ୍ତୁ ପରମେଶ୍ୱର ମୋତେ ଦଣ୍ଡ ଦେଇ ନାହାନ୍ତି ଯାହାର କି ମୁଁ ହକତାର ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।