Job 33:28 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ଯୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରିପାରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ୟୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରି ପାରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’
Odia IRV 2017 (ଓଡିଆ ବାଇବେଲ)
ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।