Job 33:3 — Compare Translations
5 translations compared side by side
Odia - 1840
"ମାରେ ହୃଦଯ ନିର୍ମଳ। ସେଥିପାଇଁ ମୁଁ ସତ୍ ବାକ୍ଯ ହିଁ କହିବି। ମୁଁ ଜାଣିଥିବା ବିଷଯ ରେ ସତ୍ଯହିଁ କବଳେ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ହୃଦୟ ନିର୍ମଳ, ସେଥିପାଇଁ ମୁଁ ସତ୍ବାକ୍ୟ ହିଁ କହିବି। ମୁଁ ଜାଣିଥିବା ବିଷୟରେ ସତ୍ୟହିଁ କେବଳ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।
Odia IRV 2017 (ଓଡିଆ ବାଇବେଲ)
ମୋ’ ବାକ୍ୟ ମୋ’ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।