Job 33:32 — Compare Translations

5 translations compared side by side

Odia - 1840
"କିନ୍ତୁ ଆୟୁବ ତୁମ୍ଭେ ଯଦି ମାେ କଥା ରେ ଏକମତ ନ ହେଉଛ ତା' ହେଲେ ତୁମ୍ଭେ କହିୟାଅ। ତୁମ୍ଭର ୟୁକ୍ତି ମାେତେ କୁହ ଯାହା ଫଳ ରେ ମୁଁ ତାକୁ ସଂ ଶାଧେନ କରି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆୟୁବ ତୁମ୍ଭେ ଯଦି ମୋ’ କଥାରେ ଏକମତ ନ ହେଉଛ ତା’ହେଲେ ତୁମ୍ଭେ କହିଯାଅ। ତୁମ୍ଭର ଯୁକ୍ତି ମୋତେ କୁହ, ଯାହା ଫଳରେ ମୁଁ ତାକୁ ସଂଶୋଧନ କରି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା।