Job 33:4 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଆତ୍ମା ମାେତେ ତିଆରି କରିଛି। ସର୍ବଶକ୍ତିମାନଙ୍କର ନିଶ୍ବାସ ମାେତେ ଜୀବନ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ଵାସ ମୋତେ ଜୀବନ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଆତ୍ମା ମୋତେ ତିଆରି କରିଛି। ସର୍ବଶକ୍ତିମାନଙ୍କର ନିଶ୍ୱାସ ମୋତେ ଜୀବନ ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।