Job 33:6 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ସମ୍ମୁଖ ରେ ତୁମ୍ଭେ ଏବଂ ମୁଁ ସମାନ। ଆମ୍ଭକୁ ତିଆରି କରିବା ପାଇଁ ପରମେଶ୍ବର ମାଟି ହିଁ ବ୍ଯବହାର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପରମେଶ୍ଵରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ଏବଂ ମୁଁ ସମାନ। ଆମ୍ଭକୁ ତିଆରି କରିବା ପାଇଁ ପରମେଶ୍ୱର ମାଟି ହିଁ ବ୍ୟବହାର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।
Recommended Reading