Job 33:7 — Compare Translations

5 translations compared side by side

Odia - 1840
"ଆୟୁବ ମାେତେ ଭୟ କର ନାହିଁ। ମୁଁ ତୁମ୍ଭ ପ୍ରତି କଠାେର ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ମୋତେ ଭୟ କର ନାହିଁ। ମୁଁ ତୁମ୍ଭ ପ୍ରତି କଠୋର ହେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।