Job 33:9 — Compare Translations
5 translations compared side by side
Odia - 1840
"ତୁମ୍ଭେ କହିଲ, 'ମୁଁ ପବିତ୍ର, ମୁଁ ନିରୀହ, ମୁଁ କିଛି ଭୁଲ କରିନାହିଁ, ମୁଁ ଦୋଷୀ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼଠାରେ ଅଧର୍ମ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିଲ, ‘ମୁଁ ପବିତ୍ର, ମୁଁ ନିରୀହ, ମୁଁ କିଛି ଭୁଲ୍ କରି ନାହିଁ, ମୁଁ ଦୋଷୀ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋ’ଠାରେ ଅଧର୍ମ ନାହିଁ;