Job 34:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ଵର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ବୁଝାମଣା ସମ୍ପନ୍ନ ମଣିଷ ମୋ’ କଥା ଶୁଣ। କୌଣସି ମନ୍ଦକାର୍ଯ୍ୟ କରିବା ଅର୍ଥାତ୍ ପରମେଶ୍ୱରଙ୍କ ଦ୍ୱାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ୱର କୌଣସି ଭୁଲ୍ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
ହେ ବୁଦ୍ଧିମାନ ଲୋକେ, ମୋ’ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।