Job 34:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ଜଣେ ବ୍ଯକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ଯ ତାହା ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଣେ ବ୍ୟକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ୟ ତାହା ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ।