Job 34:12 — Compare Translations

5 translations compared side by side

Odia - 1840
"ଏହାହିଁ ସତ୍ଯ ଅଟେ। ପରମେଶ୍ବର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ବର ନ୍ଯାଯ ଭ୍ରଷ୍ଟ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ପରମେଶ୍ଵର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହିଁ ସତ୍ୟ ଅଟେ, ପରମେଶ୍ୱର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ୱର ନ୍ୟାୟ ଭ୍ରଷ୍ଟ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।