Job 34:13 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କୁ ପୃଥିବୀର ଦାଯିତ୍ବ ରେ ରହିବା ପାଇଁ କହେି ମନୋନୀତ କରି ନାହାନ୍ତି। କହେି ତାଙ୍କୁ ସମଗ୍ର ପୃଥିବୀର ଦାଯିତ୍ବ ଦଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ଵଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ପୃଥିବୀର ଦାୟିତ୍ୱରେ ରହିବା ପାଇଁ କେହି ମନୋନୀତ କରି ନାହାନ୍ତି। କେହି ତାଙ୍କୁ ସମଗ୍ର ପୃଥିବୀର ଦାୟିତ୍ୱ ଦେଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?
Odia IRV 2017 (ଓଡିଆ ବାଇବେଲ)
କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?